ଆଜିର ଖବର ୨୫ ବର୍ଷ ବୟସରେ ଆତ୍ମହତ୍ୟା କଲେ ଅଭିନେତ୍ରୀ ଆକାଂକ୍ଷା ଦୁବେ ନୂଆଦିଲ୍ଲୀ: ଭୋଜପୁରୀ ଇଣ୍ଡଷ୍ଟ୍ରିର ଏକ ଦୁଃଖଦ ଖବର ସମସ୍ତଙ୍କୁ ଚକିତ କରିଛି। ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେ ଅଳ୍ପ ବୟସରେ ଏହି ଦୁନିଆରୁ ସବୁଦିନ ପାଇଁ ବିଦାୟ…