Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୨୨ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୭୧୧ କୁ ବୃଦ୍ଧି

ଭୁବନେଶ୍ଵର: ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୭୧୧ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭, ସୁନ୍ଦରଗଡରୁ ୩ ଜଣ, କଟକରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨, ସୋନପୁର, ନବରଙ୍ଗପୁର, ନୟାଗଡ, ବୈଦ୍ଧ, ଜଗତସିଂହପୁର, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୭୦୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୮ ହଜାର ୯୭୬ ଏବଂ ବର୍ତ୍ତମାନ ୨୬ ହଜାର ୯୬୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧୫ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୫୭୫କୁ ବୃଦ୍ଧି

ଭୁବନେଶ୍ଵର: ଆଜି ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୫୭୫ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ, କେନ୍ଦ୍ରାପଡା, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୭୩ ହଜାର ୯୦୭ ଏବଂ ବର୍ତ୍ତମାନ ୫୮ ହଜାର ୫୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଆଜି ଦେଶରେ ବୃଦ୍ଧି ପାଇଲା ସଂକ୍ରମିତଙ୍କ ସଂଖ୍ୟା, ୨୬୮ ମୃତ

ନୂଆଦିଲ୍ଲୀ: ଆଜି ଦେଶରୁ ୧୩ ହଜାର ୧୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୬୮ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୮ ଲକ୍ଷ ୨୨ ହଜାରରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୦ ହଜାର ୮୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୫୮ ହଜାର ୭୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୦ ହଜାର ୮୬୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୪୩୪ ମୃତ

ନୂଆଦିଲ୍ଲୀ: ଆଜି ଦେଶରୁ ୭ ହଜାର ୪୯୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୪୩୪ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୫୯ ହଜାର ୬୦୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୭ ହଜାର ୭୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୮ ହଜାର ୯୨୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୮ ହଜାର ୧୯୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତକାଲି ଠାରୁ ଦେଶରେ ଆଉ ପ୍ରାୟ ୧ ହଜାର ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତକାଲି ୬ ହଜାର ୯୮୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଦେଶରୁ ୭ ହଜାର ୯୭୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ୩୪୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୧୮ ହଜାର ୬୦୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୬ ହଜାର ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୫୪ ହଜାରରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୭ ହଜାର ୨୪୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ପାଖାପାଖି ୭ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୯୮୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୧ ହଜାର ୬୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୬ ହଜାର ୧୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୪୬ ହଜାର ୯୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୭ ହଜାର ୫୬୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୫୬୦ ଦିନ ପରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ

ଦିଲ୍ଲୀ: ଆଜି ଦେଶରୁ ୭ ହଜାର ୭୭୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୦୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୮୧ ହଜାର ୫୧୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୫ ହଜାର ୪୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୨୨ ହଜାର ୭୯୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୨ ହଜାର ୨୮୧ ଆକ୍ଟିଭ୍‌ କେସ୍ ରହିଛି। ୫୬୦ ଦିନ ପରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ ରେକର୍ଡ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୬୨୪ ଆକ୍ରାନ୍ତଙ୍କ ପ୍ରାଣହାନୀ

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୫୦୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୬୨୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୭୩ ହଜାର ୭୪୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୪ ହଜାର ୭୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୫ ହଜାର ୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୪ ହଜାର ୯୪୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୪୩୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୯୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୫୬ ହଜାର ୮୨୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୯୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୮୯ ହଜାର ୫୩୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୩ ହଜାର ୭୩୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୬ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୨୩ ଓମିକ୍ରନ ମାମଲା

ଦିଲ୍ଲୀ: ଆଜି ଦେଶରୁ ୬ ହଜାର ୮୨୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩ଟି ଓମିକ୍ରନ ମାମଲା ସ୍ପଷ୍ଟ ହୋଇଛି। ସେହିଭଳି ଗତ ୨୪ ଘଣ୍ଟାରେ ୨୧୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୪୮ ହଜାର ୩୮୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୭୫୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୭୯ ହଜାର ୬୧୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୫ ହଜାର ୧୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨ ହଜାର ୭୯୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୮୯୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨ ହଜାର ୭୯୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ବିହାରରେ କରୋନା କାରଣରୁ ପୂର୍ବରୁ ମୃତ୍ୟୁବରଣ କରିଥିବା ୨,୪୨୬ ଜଣଙ୍କ ସଂଖ୍ୟା ଆଜି ଅନ୍ତର୍ଭୁକ୍ତ କରାଯାଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୩୨୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୬୦ ହଜାର ୭୭୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୧୫୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଆଜି ଚିହ୍ନଟ ହେଲେ ୯ ହଜାରରୁ ଊର୍ଦ୍ଦ୍ଵ ଆକ୍ରାନ୍ତ

ଦିଲ୍ଲୀ: ଆଜି ଦେଶରୁ ୯ ହଜାର ୨୧୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୯୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୧୫ ହଜାର ୭୫୭ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୦ ହଜାର ୧୧୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୪୫ ହଜାର ୬୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୭୭୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୧ ଲକ୍ଷ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରୁ ୮ ହଜାର ୯୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୯୬ ହଜାର ୭୭୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୯ ହଜାର ୨୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୨୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୬୨୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୭୨ ହଜାର ୫୨୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୫୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫ ହଜାର ୬୯୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୪୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୬୩ ହଜାର ୭୪୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୭ ହଜାର ୯୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୮୮ ହଜାର ୭୯୭ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭ ହଜାର ୧୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୩୯୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୪୪ ହଜାର ୮୮୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୬୭ ହଜାରରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯ ହଜାର ୯୪୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୪୩୭ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୩୫ ହଜାର ୭୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୫୭ ହଜାର ୬୯୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୧ ହଜାର ୪୮୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୪୩ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭ ହଜାର ୫୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୫୪୩ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୨୬ ହଜାର ୪୮୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୪୬ ହଜାର ୭୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୩ ହଜାର ୫୮୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୧୦ ହଜାର ୪୧୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୫ ହଜାର ୬୬୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୨୨ ହଜାର ୩୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୨ ହଜାର ୭୧୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୯୯ ହଜାର ୯୨୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୫ ହଜାର ୩୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯ ହଜାର ୬୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୪ ହଜାର ୮୬୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୭୭ ହଜାର ୭୦୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୩ ହଜାର ୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯ ହଜାର ୬୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୬ ହଜାର ୬୨୦ ଆକ୍ଟିଭ୍‌ କେସ୍ ରହିଛି।