Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୪ ହଜାର ୪୯୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୪୯୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୪ ଲକ୍ଷ ୯ ହଜାର ୮୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୮୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୨୭ ହଜାର ୫୪୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୨୩ ହଜାର ୪୩୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୬ ହଜାର ୨୯୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୨୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୮୫ ହଜାର ୩୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୭୨୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୭ ହଜାର ୩୫୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧୦ ହଜାର ୫୪୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୫ ହଜାର ୩୨୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୫ ହଜାର ୩୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୫୯ ହଜାର ୪୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୦୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୮୯ ହଜାର ୮୯୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧୦ ହଜାର ୫୪୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୪ ହଜାର ୮୮୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୮୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୪୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୩୩ ହଜାର ୭୨୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୪୪୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୭୩ ହଜାର ୨୬୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୨ ହଜାର ୨୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୩ ହଜାର ୨୮୫ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୩ ହଜାର ୨୮୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୮ ହଜାର ୮୪୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୩୦୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୫୩ ହଜାର ୩୦୩ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯୭ ହଜାର ୨୩୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୫୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୮୫ ହଜାର ୫୬୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୩୮ ହଜାର ୧୪୬ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୯ ହଜାର ୨୨୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୭ ହଜାର ୯୨୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୩୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୬୨ ହଜାର ୭୦୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୨୦ ହଜାରରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୫୯୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୩୮୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୩୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୪୪ ହଜାର ୭୮୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୯୩୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୯୯ ହଜାର ୩୯୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୭ ହଜାର ୪୬୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୭୧୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୭୧୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୧୦ ହଜାର ୭୯୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୭୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୬୮ ହଜାର ୫୨୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୫୨୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୩୨୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୩୨୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୯୨ ହଜାର ୮୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୬୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୫୪ ହଜାର ୧୨୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୦ ହଜାର ୩୦୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୮୩୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୭୩ ହଜାର ୭୬୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୪୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୩୯ ହଜାର ୮୯୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୬ ହଜାର ୩୧୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୭ ହଜାର ୪୦୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୭ ହଜାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୫୬ ହଜାର ୯୨୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୪୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୨୬ ହଜାର ୭୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୩ ହଜାର ୪୧୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୯୮୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୯୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୩୯ ହଜାର ୫୧୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୩୪୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୧୨ ହଜାର ୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୦ ହଜାର ୧୨୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୨୮୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୨୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୨୪ ହଜାର ୫୨୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୪୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୯୮ ହଜାର ୯୨୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୮ ହଜାର ୩୮୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୫୧୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୧୨ ହଜାର ୨୪୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୧୫୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୮୬ ହଜାର ୪୫୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୮ ହଜାର ୬୨୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୭୫୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୭୫୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୯୬ ହଜାର ୭୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୭୫ ହଜାର ୧୬୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୪ ହଜାର ୫୧୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୪୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୭୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୫ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୬, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୪୮୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୪୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୭୯ ହଜାର ୯୭୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୯୩୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୬୩ ହଜାର ୪୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୯ ହଜାର ୫୯୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୭୩୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୭୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୩୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୪୬ ହଜାର ୯୧୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୫୧ ହଜାର ୭୦୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୭୪୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୩୦ ହଜାର ୧୭୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୫୬୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୬ ହଜାର ୭୦୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୪୬ ହଜାର ୯୦୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୦ ହଜାର ୫୮୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୧୬ ହଜାର ୪୩୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୪୬୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୧୨ ହଜାର ୬୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୪୭ ହଜାର ୩୦୬ ଆକ୍ଟିଭ୍‌ କେସ୍ ରହିଛି।