Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୬ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୭୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୬୬ ହଜାର ୭୦୭ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୩୩୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୪୩ ହଜାର ୧୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୫ ହଜାର ୨୨୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: କ୍ରମାଗତ ଦ୍ଵିତୀୟ ଦିନ ପାଇଁ ଦେଶରେ ୨୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୮୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୧୬ ହଜାର ୪୫୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୭୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୯ ଲକ୍ଷ ୮୭ ହଜାର ୬୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୮୨ ହଜାର ୫୨୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୨୦୧ ଦିନ ପରେ ଦେଶରେ ୨୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୭୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୯୭ ହଜାର ୫୮୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୯ ଲକ୍ଷ ୮୭ ହଜାର ୬୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୯୨ ହଜାର ୨୦୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୯ ହଜାର ୬୧୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୯ ହଜାର ୬୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୨୪ ହଜାର ୪୧୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୬୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୭୬ ହଜାର ୩୧୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୬୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୬ ହଜାର ୯୬୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୯୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୩୧ ହଜାର ୪୯୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୭୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୮୩ ହଜାର ୭୪୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧ ହଜାର ୯୮୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୬ ହଜାର ୧୧୫ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୧୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୪ ହଜାର ୫୩୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୮ ହଜାର ୧୮୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୦ ହଜାର ୨୫୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୨୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୪ ଲକ୍ଷ ୭୮ ହଜାର ୧୦୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୧୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୧୫ ହଜାର ୧୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୮ ହଜାର ୧୮୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୦ ହଜାର ୭୭୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୭୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୪ ଲକ୍ଷ ୪୮ ହଜାର ୧୬୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୪ ହଜାର ୮୩୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୬ ଲକ୍ଷ ୭୧ ହଜାର ୧୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୩୨ ହଜାର ୧୫୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୬୬୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୫ ହଜାର ୬୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୪ ଲକ୍ଷ ୧୭ ହଜାର ୩୯୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୪ ହଜାର ୫୨୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୬ ଲକ୍ଷ ୩୨ ହଜାର ୨୨୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୪୦ ହଜାର ୬୩୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୪ ହଜାର ୪୦୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୩ ଲକ୍ଷ ୮୧ ହଜାର ୭୨୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୪ ହଜାର ୨୪୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୫ ଲକ୍ଷ ୯୮ ହଜାର ୪୨୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୩୯ ହଜାର ୫୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୫ ହଜାର ୪୦୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୫ ହଜାର ୪୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୨ ଲକ୍ଷ ୮୪ ହଜାର ୫୭୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୩ ହଜାର ୨୧୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୮୪ ହଜାର ୧୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୬୨ ହଜାର ୨୦୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୭ ହଜାର ୨୫୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୭ ହଜାର ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୨ ଲକ୍ଷ ୬୪ ହଜାର ୧୭୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୨ ହଜାର ୮୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୪୭ ହଜାର ୩୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୭୪ ହଜାର ୨୬୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୮ ହଜାର ୫୯୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୮ ହଜାର ୫୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୨ ଲକ୍ଷ ୩୬ ହଜାର ୯୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୨ ହଜାର ୬୫୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୯ ହଜାର ୩୪୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୪ ହଜାର ୯୨୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୩ ହଜାର ୩୭୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୩ ହଜାର ୩୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୨ ଲକ୍ଷ ୮ ହଜାର ୩୩୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୨ ହଜାର ୩୧୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୩ ଲକ୍ଷ ୭୪ ହଜାର ୪୯୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୧ ହଜାର ୫୧୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୪୩ ହଜାର ୨୬୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୨୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୧ ଲକ୍ଷ ୩୯ ହଜାର ୯୮୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୧ ହଜାର ୭୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୩ ଲକ୍ଷ ୪ ହଜାର ୬୧୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪୧ ହଜାର ୭୪୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୭ ହଜାର ୮୭୫ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୮୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୦ ଲକ୍ଷ ୯୬ ହଜାର ୭୧୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୧ ହଜାର ୪୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୨ ଲକ୍ଷ ୬୪ ହଜାର ୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪୧ ହଜାର ୪୧୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୮ ହଜାର ୯୪୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୯୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୦ ଲକ୍ଷ ୨୭ ହଜାର ୬୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୦ ହଜାର ୭୫୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୧ ଲକ୍ଷ ୮୧ ହଜାର ୯୯୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪ ହଜାର ୮୭୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୪୨ ହଜାର ୭୬୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୭୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୯ ଲକ୍ଷ ୮୮ ହଜାର ୬୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୦ ହଜାର ୫୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୧ ଲକ୍ଷ ୩୮ ହଜାର ୯୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୦ ହଜାର ୪୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୪୫ ହଜାର ୩୫୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୯ ଲକ୍ଷ ୩ ହଜାର ୨୮୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୮୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୦ ଲକ୍ଷ ୬୩ ହଜାର ୬୧୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୯ ହଜାର ୭୭୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୪୭ ହଜାର ୯୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ଲକ୍ଷ ୫୭ ହଜାର ୯୩୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୫୨୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୦ ଲକ୍ଷ ୨୮ ହଜାର ୮୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୯ ହଜାର ୫୮୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୪୧ ହଜାର ୯୬୫ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୯୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ଲକ୍ଷ ୧୦ ହଜାର ୮୪୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୨୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୯ ଲକ୍ଷ ୯୩ ହଜାର ୬୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୭୮ ହଜାର ୧୮୧ ଆକ୍ଟିଭ୍‌ କେସ୍ ରହିଛି।