ଆଜିର ଖବର ପୁରୀରେ ଆୟୋଜିତ ହେବ ଗୃହପାଳିତ ପ୍ରାଣୀଙ୍କ ସଂଖ୍ୟା ଗଣନା ଉପରେ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଭୁବନେଶ୍ବର: ସଫ୍ଟୱେର ଓ ପ୍ରାଣୀଙ୍କ କିସମ ଉପରେ ଏକବିଂଶତମ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତାକାଲି ପୁରୀରେ ଆୟୋଜିତ ହେବ। ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରର…