ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌

ଭୁବନେଶ୍ୱର: ଅତ୍ୟାଧୁନିକ ରକ୍ତନଳୀ ଏବଂ ଇଂଟରଭେନସନାଲ୍ ଚିକିତ୍ସା କ୍ଷେତ୍ରରେ ସମ୍ ଅଲ୍‌ଟିମେଟ୍ ମେଡିକେୟାର (ସମ୍ମମ୍‌) ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ରାଜ୍ୟର ପ୍ରଥମ ହସ୍ପିଟାଲ୍ ଭାବେ…