ଆଜିର ଖବର ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ଅଧୀଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀ ମନ୍ଦିରର ପୂଜକ ଗୋପିନାଥ ରଣାଙ୍କୁ କିଛି ଯୁବକ ଆତର୍କିତ ଭାବେ ଆକ୍ରମଣ କରିଛନ୍ତି।…