ଆଜିର ଖବର ଆନନ୍ଦପୁର ଉପଖଣ୍ଡ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ…