ଜାତୀୟ ଖବର ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡ୍ ସ୍ଥିତ ଗଭର୍ଣ୍ଣମେଣ୍ଟ ହାଉସଠାରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କୁ ଭେଟିଛନ୍ତି। ଗଭର୍ଣ୍ଣମେଣ୍ଟ ହାଉସରେ ପହଞ୍ଚିବା ପରେ ତାଙ୍କୁ ସେଠାକାର…