ଆଞ୍ଚଳିକ ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ ବାଣପୁର: ମଙ୍ଗଳବାର ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ ଅବସରରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଣପୁର -୨ ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା ଦିବସ…