ଆଞ୍ଚଳିକ ଆନ୍ତର୍ଜାତୀୟ ଲାୟନ୍ସ କ୍ଲବ ୩୨୨ସି୪ର ଦୁଇଦିନିଆ ଜିଲ୍ଲା ବାର୍ଷିକ ସମ୍ମିଳନୀ ଭୁବନେଶ୍ୱର: ଭୁବନେଶ୍ୱରରେ ଆନ୍ତର୍ଜାତୀୟ ଲାୟନ୍ସ କ୍ଲବ ୩୨୨ସି୪ ଜିଲ୍ଲାର ଜିଲ୍ଲା ସମ୍ମିଳନୀ ହୋଟେଲ ଏକ୍ସଲେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି। ଆନ୍ତର୍ଜାତୀୟ ଲାୟନ୍ସ କ୍ଲବ ଯାହାକି ପୃଥିବୀର ବୃହତମ ଏନ.ଜି.ଓ.…