ବିଶେଷ ଖବର ଡିବିଟି ଜରିଆରେ ଆପ୍ରେଣ୍ଟିସମାନଙ୍କୁ ମିଳିବ ସିଧାସଳଖ ଆର୍ଥିକ ସହାୟତା ନୂଆଦିଲ୍ଲୀ: ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ (ଏମଏସଡିଇ) ପକ୍ଷରୁ ଆଜି ଜାତୀୟ ଆପ୍ରେଣ୍ଟିସସିପ୍ ପ୍ରୋତ୍ସାହନ ଯୋଜନା (ଏନଏପିଏସ) ଶୁଭାରମ୍ଭ କରାଯାଇଛି। ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ଯୋଜନାର…