ଆଜିର ଖବର ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ରେ ପୁଞ୍ଜିନିବେଶ କରିବ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟି ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ର ସହଯୋଗୀ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ (ଆରଆରଭିଏଲ)ରେ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟିର ଏକ ପୂର୍ଣ୍ଣ ଅଧିକୃତ ସହଯୋଗୀ ସଂସ୍ଥା ୪୯୬୬.୮୦…