ଆଜିର ଖବର ଇଗ୍ନୋରେ ଜୁଲାଇ ସତ୍ର ପାଇଁ ନାମଲେଖା ସୁଯୋଗ: ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜୁଲାଇ ୨୦୨୬ ଶିକ୍ଷା ସତ୍ର ପାଇଁ ନୂତନ ନାମଲେଖା ଓ ପୁନଃପଞ୍ଜିକରଣର ଅବଧି ସେପ୍ଟେମ୍ବର ୧୫,…