ଜାତୀୟ ଖବର ଭାରତ ଆସୁଛନ୍ତି ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ ଏବଂ ତାଙ୍କ ପରିବାର, ଆଜି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ନୂଆଦିଲ୍ଲୀ: ଆମେରିକାର ଉପରାଷ୍ଟ୍ରପତି ଜେ ଡି ଭାନ୍ସ ଚାରି ଦିନିଆ ଭାରତ ଗସ୍ତରେ ଆସି ଆଜି ନୂଆଦିଲ୍ଲୀରେ ପହଞ୍ଚିବେ। ତାଙ୍କ ସହିତ ଆମେରିକାର ଦ୍ୱିତୀୟ ମହିଳା ଉଷା…