ଆଜିର ଖବର ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ, କରୋନାଜନିତ ମୃତ୍ୟୁ ୩୮ ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୮୧୫ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ…