ଆଜିର ଖବର ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ ଭୁବନେଶ୍ଵର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ନବରଙ୍ଗପୁର ଜିଲ୍ଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଗୋଦାମ ଗୃହରେ ସଂରକ୍ଷିତ ଥିବା ଇଭିଏମ୍ ଓ…