ଅପରାଧ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଜଙ୍ଗଲ ମଧ୍ୟରେ ବ୍ୟାପକ ଗଞ୍ଜେଇ ମହଜୁଦ୍ ରଖି ବ୍ୟବସାୟ ଉଦ୍ଦେଶ୍ୟରେ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଘଟଣା ସ୍ଥଳରେ…