ଆଜିର ଖବର ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ୟ ଭୁବନେଶ୍ଵର: ଚଳିତ ରବି ଋତୁରେ ରାଜ୍ୟର ୫୦,୦୦୦ ଏକର୍ ପାଖାପାଖି ଜମିରେ ଆଳୁ ଚାଷ କରିବାର ଲକ୍ଷ୍ୟ ରହିଛି। ଏଥିପାଇଁ ପ୍ରାମାଣିକ ବିହନ ଆଳୁ ପଞ୍ଜାବରୁ ଅଣାଯାଇ…