ଜାତୀୟ ଖବର ଆଜି ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍ଟିଆଇସି) ୨୦୨୫ର…