ଆଜିର ଖବର ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଡେରଜାଙ୍ଗ /ଅନୁଗୋଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଜିଲ୍ଲା ବଅଁରପାଳ ସ୍ଥିତ ଡେରଜାଙ୍ଗ ଠାରେ ବହୁପ୍ରତୀକ୍ଷିତ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କରିଛନ୍ତି। ପ୍ରାୟ…