ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ଼

ନୂଆଦିଲ୍ଲୀ: ରୋଷେଇ ଗ୍ୟାସ ଦରର ବୃଦ୍ଧି ମଧ୍ୟରେ ଉପଭୋକ୍ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୧୦ ଟଙ୍କା ହ୍ରାସ କରାଯାଇଛି।…