ଇଥାନଲ୍ ପ୍ରକଳ୍ପ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।…