ଆଜିର ଖବର ବାଲେଶ୍ଵର ଇମାମୀ ପେପର ମିଲରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ବାଲେଶ୍ଵର: ଆଜି ବାଲେଶ୍ବରରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ କେବଳ ଇମାମୀ ପେପର ମିଲରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି…