ଇରୱାଡି ଡଲଫିନ

ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଲୁଗାଁ ବନ୍ୟପ୍ରାଣୀ ବନାଞ୍ଚଳଙ୍କ ପ୍ରୋତ୍ସାହନରେ ଗତକାଲି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ମହାବିଦ୍ୟାଳୟରେ ଏକ ଇରୱାଡ଼ି ଡଲଫିନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…