PIB_NEWS ଇସ୍ରାଏଲର ନୂତନ ପ୍ରଧାନମନ୍ତ୍ରୀ ନାଫତାଲି ବେନେଟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ଇସ୍ରାଏଲର ନୂତନ ପ୍ରଧାନମନ୍ତ୍ରୀ ନାଫତାଲି ବେନେଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ମହାମହିମ…