ଆଜିର ଖବର ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍ ଶ୍ରୀହରିକୋଟା: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ISRO) ନାମରେ ଯୋଡ଼ି ହୋଇଛି ଆଉ ଏକ ସୁବର୍ଣ୍ଣ ଫର୍ଦ୍ଦ। ଶୁକ୍ରବାର ଭୋର ସମୟରେ ଇସ୍ରୋ ନିଜର ଶ୍ରୀହରିକୋଟାସ୍ଥିତ ସତୀଶ…