ଆଜିର ଖବର ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭୁବନେଶ୍ଵର: ୭୭ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଓଡ଼ିଶା ପୋଲିସ ପକ୍ଷରୁ ଆଜି ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ନିକଟସ୍ଥ ଜନବସତି ବିହୀନ ଉଡାବାଲି ଦ୍ୱୀପରେ…