ଆଜିର ଖବର କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ଆର୍ଥିକ ସହାୟତା ଘୋଷଣା ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ…