ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

ଭୁବନେଶ୍ଵର: ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ସରକାରୀ ବାସଭବନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ଚ଼ିଲିକା ନିର୍ବାଚନ…