ଆଜିର ଖବର ବାହୁଡା ଯାତ୍ରାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ: ସହାୟତା ରାଶି ଘୋଷଣା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି। ଶ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ…