ଅନ୍ତରାଷ୍ଟ୍ରୀୟ ଅକ୍ଷରଧାମ ମନ୍ଦିର ପରିଦର୍ଶନ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ ଏବଂ ପତ୍ନୀ ଅକ୍ଷତା ନୂଆଦିଲ୍ଲୀ: ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୂର୍ତ୍ତୀ ନୂଆଦିଲ୍ଲୀସ୍ଥିତ ଅକ୍ଷରଧାମ ମନ୍ଦିର ଦର୍ଶନ କରିଛନ୍ତି। ସୁନାକ ଜି୨୦ ଶିଖର ସମ୍ମିଳନୀ…