ଆଜିର ଖବର ଅତିରିକ୍ତ ଗ୍ରୀଷ୍ମକାଳୀନ ଭିଡ଼ ନିୟନ୍ତ୍ରଣ: ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟାରେ ବୃଦ୍ଧି ଭୁବନେଶ୍ୱର: ଯାତ୍ରୀମାନଙ୍କୁ ଅଧିକ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ଆଗାମୀ ସପ୍ତାହରେ ବଢୁଥିବା ଯାତ୍ରୀଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…