ଆଜିର ଖବର ଆଜି ଭାରତ ସରକାର, ତ୍ରିପୁରା ସରକାର, ଏନଏଲଏଫଟି ଏବଂ ଏଟିଟିଏଫ ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣା ପତ୍ର ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଭାରତ ସରକାର, ତ୍ରିପୁରା ସରକାର ଏବଂ ନେସନାଲ ଲିବରେସନ ଫ୍ରଣ୍ଟ ଅଫ୍ ତ୍ରିପୁରା (ଏନଏଲଏଫଟି)…