ଆଜିର ଖବର ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି ୨୦୨୬କୁ କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି-୨୦୨୬ (ଏନଆଇପିୟୁ-୨୦୨୬)କୁ ଅନୁମୋଦନ…