ଆଜିର ଖବର ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର…