ଜାତୀୟ ଖବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏରୋ ଇଣ୍ଡିଆ ୨୦୨୩ ଚତୁର୍ଦ୍ଦଶ ସଂସ୍କରଣ ବେଙ୍ଗାଲୁରୁଠାରେ ଉଦ୍ଘାଟିତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩.୦୨.୨୦୨୩) ବେଙ୍ଗାଲୁରୁର ୟେଲାହାଙ୍କା ବାୟୁସେନା ଘାଟିରେ ଏରୋଇଣ୍ଡିଆ ୨୦୨୩ ଚତୁର୍ଦ୍ଦଶ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି। ଏରୋ ଇଣ୍ଡିଆ-୨୦୨୩ର ବାର୍ତ୍ତା “…