ଆଜିର ଖବର ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର ବଢ଼ୁଛି: ଗ୍ରାମାଞ୍ଚଳରେ ୬୯% ଏବଂ ସହରାଞ୍ଚଳରେ ୨୫% ବୃଦ୍ଧି ଭୁବନେଶ୍ୱର: ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର (ଏଲଏଫପିଆର) ବୃଦ୍ଧି ପାଉଛି। ବିଶେଷ କରି ୨୦୧୭-୧୮ରୁ ୨୦୨୨-୨୩ ମଧ୍ୟରେ ଏହି ହାରରେ ଉଲ୍ଲେଖନୀୟ ପ୍ରଗତି ଦେଖିବାକୁ…