ଜାତୀୟ ଖବର ବରିଷ୍ଠ ନାଗରିକଙ୍କୁ ସହାୟତା ପାଇଁ କେନ୍ଦ୍ର ସରକାର ଜାରୀ କଲେ ଏକକ ଟୋଲ ଫ୍ରି ହେଲ୍ପ ଲାଇନ ନୂଆଦିଲ୍ଲୀ: ଦେଶର ବରିଷ୍ଠ ନାଗରିକମାନେ ଦୈନନ୍ଦିନ ଜୀବନରେ ସମ୍ମୁଖିନ ହେଉଥିବା ବିଭିନ୍ନ ସମସ୍ୟା ସମାଧାନ ଦିଗରେ ଭାରତ ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ବୟସ୍କମାନଙ୍କ…