ଆଜିର ଖବର ଏଲ୍ଆଇସି ଏଜେଣ୍ଟ ଓ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣମୂଳକ ପଦକ୍ଷେପକୁ ଅର୍ଥ ମନ୍ତ୍ରଣାଳୟର ଅନୁମୋଦନ ନୂଆଦିଲ୍ଲୀ: ଭାରତୀୟ ଜୀବନ ବୀମା ନିଗମ (ଏଲ୍ ଆଇସି) ର କର୍ମଚାରୀ ଓ ଏଜେଣ୍ଟମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣକାରୀ ପଦକ୍ଷେପକୁ ଅର୍ଥ ମନ୍ତ୍ରଣାଳୟ ଅନୁମୋଦନ ଦେଇ…