ବିଶେଷ ଖବର କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଟକ: ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…