ଆଜିର ଖବର ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ ଭୁବନେଶ୍ୱର : ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍)କୁ ସୋମବାର ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି…