ଐତିହାସିକ କାରବାର

ନୂଆଦିଲ୍ଲୀ: ଚଳିତ ପାର୍ବଣ ଋତୁରେ ଭାରତକୁ ପ୍ରାରମ୍ଭିକ ଦୀପାବଳି ଉପହାର ମିଳିଛି। ଏହା ରଙ୍ଗିନ କାଗଜରେ ଗୁଡ଼ା ହୋଇଥିବା ଉପହାର ନୁହେଁ, ବରଂ ଏକ ନୀତିଗତ ଉପହାର।…