ଆଜିର ଖବର ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ ଭୁବନେଶ୍ଵର: ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀ ଭୁବନେଶ୍ୱର ସ୍ଥିତ ଓଡ଼ିଶା ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଇଞ୍ଜିନିୟର ଶ୍ରୀକାନ୍ତ ମହାପାତ୍ରଙ୍କ…