ଆଜିର ଖବର ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ ଭୁବନେଶ୍ୱର: କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଆଜି ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସୌଜନ୍ୟମୂଳକ…