ଆଜିର ଖବର ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ ଭୁବନେଶ୍ୱର: ମୋବାଇଲ ବଜାର ନେତୃତ୍ୱକୁ ଆହୁରି ସୁଦୃଢ଼ କରି, ରିଲାଏନ୍ସ ଜିଓ ୨୦୨୬ ଜୁନ୍ ମାସରେ ଓଡ଼ିଶାରେ ସର୍ବାଧିକ ନୂତନ ମୋବାଇଲ୍ ଗ୍ରାହକ ଯୋଡିଛି। ଭାରତୀୟ ଟେଲିକମ୍…