ଆଜିର ଖବର ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ପୁରୀରେ ରାତ୍ରିଯାପନ ଭୁବନେଶ୍ବର: ଆଜି ସଂଧ୍ୟାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଭୁବନେଶ୍ବରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ,…