ନିର୍ବାଚନ ଖବର ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ଆଜି ଓଡିଶାରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ପ୍ରଥମ ପର୍ଯ୍ୟାୟରେ ମୋଟ ଚାରିଟି ଲୋକସଭା ଆସନରେ ଭୋଟ ଗ୍ରହଣ ହେଉଛି। ଏଥିସହିତ ଏହା ଅଧିନରେ ଥିବା…