ଓଡିଶା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି: ‘‘ଓଡ଼ିଶାର…

ଭୁବନେଶ୍ଵର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରର ବାରବାଟୀ ଦୁର୍ଗ ଭିତରେ ୨୩ ଜାନୁୟାରୀରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପରାକ୍ରମ ଦିବସ ପାଳନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୋଟିଏ ଏକ୍ସ ପୋଷ୍ଟରେ ଦର୍ଶାଯାଇଛି: ‘‘ଓଡ଼ିଶା…

ଭୁବନେଶ୍ବର: ଓଡିଶାର ମୁଖ୍ୟମନ୍ତ୍ରୀ ତଥା ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଉତ୍ସବ 10 ତାରିଖରେ ହୋଇପାରିବ ନାହିଁ। ବର୍ତ୍ତମାନ ଆଜି 9 ତାରିଖରେ କେନ୍ଦ୍ରମନ୍ତ୍ରୀ ମଣ୍ଡଳ ଶପଥ…

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି। ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର ସରକାରଙ୍କ…

ନୂଆଦିଲ୍ଲୀ: ବିଶିଷ୍ଟ ଲେଖିକା ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହଟ୍ଟାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଏକ ଏକ୍ସ…

ଭୁବନେଶ୍ଵର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୩ ବର୍ଷ ଏବଂ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିଆସିଛନ୍ତି। ଜୁଲାଇ ୨୨ ତାରିଖ ଅର୍ଥାତ୍ ଠିକ୍…

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ରାଜନୀତି ନେଇ କରିଛନ୍ତି ଏକ ଘୋଷଣା। ସେ କହିଛନ୍ତି ଯେ,…

ଭୁବନେଶ୍ୱର: ଇଣ୍ଡିଆନ କେମିକାଲ ଇଞ୍ଜିନିୟରିଂ କଂଗ୍ରେସ (କେମ୍‌କନ୍‌-୨୦୨୧) ଏବଂ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ ଅଫ କେମିକାଲ ଇଞ୍ଜିିନିୟର୍ସ (ଆଇଆଇସିଏଚଇ)ର ୭୪ତମ ବାର୍ଷିକ ଅଧିବେଶନ ଆଜିଠାରୁ ସିଏସଆଇଆର- ଇନଷ୍ଟିଚ୍ୟୁଟ ଅଫ…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ କୋଭିଡ଼ ମହାମାରୀରୁ ସାଧାରଣ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବା ପାଇଁ ବିଜୁ ଯୁବ ଜନତା ଦଳ ଓଡ଼ିଶା…

ଭୁବନେଶ୍ବର, ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।  ଗଞ୍ଜାମ…

ଭୁବନେଶ୍ବର, ରାଜ୍ୟରେ ଆଜି ପ୍ଲାଜମା ଥେରାପି ଉଦଘାଟିତ ହୋଇଛି। କଟକ ଏସସିବି ମେଡିକାଲରେ ପ୍ଲାଜମା ଥେରାପିକୁ ଉଦଘାଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କରୋନା ପଜିଟିଭ୍ ସରପଞ୍ଚ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ।…

ଭୁବନେଶ୍ବର, ୭/୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇବା ଉଦ୍ଦେଶ୍ୟରେ ଆରମ୍ଭ କରିଛନ୍ତି ‘ମୋ ସରକାର’। ମୋ ସରକାର କାର୍ଯ୍ୟକ୍ରମକୁ ଅଧିକ…