ଆଜିର ଖବର ଯୋଗାଣ ମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ: ଓଡିଶା ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ସହ ଆଲୋଚନା ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଚାରି ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ…